1
ଯୋହନ 13:34-35
ପବିତ୍ର ବାଇବଲ (CL) NT (BSI)
ଏବେ ତୁମକୁ ମୁଁ ଗୋଟିଏ ନୂଆ ଆଜ୍ଞା ଦେଉଛି; ପରସ୍ପରକୁ ପ୍ରେମ କର। ମୁଁ ତୁମ୍ଭମାନଙ୍କୁ ଯେପରି ପ୍ରେମ କରିଛି, ତୁମେ ମଧ୍ୟ ସେହିପରି ପରସ୍ପରକୁ ପ୍ରେମ କରିବା ଉଚିତ୍। ଯଦି ପରସ୍ପର ପ୍ରତି ତୁମର ପ୍ରେମ ଥାଏ, ସମସ୍ତେ ଜାଣିବେ, ତୁମ୍ଭେମାନେ ମୋର ଶିଷ୍ୟ।”
เปรียบเทียบ
สำรวจ ଯୋହନ 13:34-35
2
ଯୋହନ 13:14-15
ତୁମର ଗୁରୁ ଓ ପ୍ରଭୁ ହୋଇ ମୁଁ ଯଦି ତୁମର ପାଦ ଧୋଇଦେଲି, ତେବେ ତୁମ୍ଭେମାନେ ମଧ୍ୟ ପରସ୍ପରର ପାଦ ଧୋଇବା ଉଚିତ। ତୁମ୍ଭେମାନେ ମୋତେ ଅନୁକରଣ କରିବା ପାଇଁ ମୁଁ ଏହି ଆଦର୍ଶ ଦେଖାଇଅଛି।
สำรวจ ଯୋହନ 13:14-15
3
ଯୋହନ 13:7
ଯୀଶୁ କହିଲେ, “ମୁଁ କ’ଣ କରୁଛି, ବର୍ତ୍ତମାନ ତୁମେ ବୁଝିପାରିବ ନାହିଁ, ପରେ ବୁଝିବ।”
สำรวจ ଯୋହନ 13:7
4
ଯୋହନ 13:16
ମୁଁ ସତ୍ୟ କହୁଛି, କୌଣସି ଦାସ ତା’ର ମାଲିକଠାରୁ ବଡ଼ ନୁହେଁ, କିମ୍ବା କୌଣସି ବାର୍ତ୍ତାବହ ତା’ର ପ୍ରେରଣକର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ।
สำรวจ ଯୋହନ 13:16
5
ଯୋହନ 13:17
ଏହି ସତ୍ୟ ଉପଲବ୍ଧି କରି ସେହି ଅନୁସାରେ କାର୍ଯ୍ୟ କଲେ, ତୁମ୍ଭେମାନେ ଧନ୍ୟ ହେବ।
สำรวจ ଯୋହନ 13:17
6
ଯୋହନ 13:4-5
ତେଣୁ ଯୀଶୁ ଆସନରୁ ଉଠିଯାଇ ତାଙ୍କ ଉତ୍ତରୀୟ ବାହାର କରିଦେଲେ ଓ ଅଣ୍ଟାରେ ଗୋଟିଏ ଗାମୁଛା ବାନ୍ଧିଲେ। ତା’ପରେ ପାତ୍ରରେ କିଛି ଜଳ ଢାଳି ଶିଷ୍ୟମାନଙ୍କ ପାଦ ଧୋଇଦେଲେ ଏବଂ ଗାମୁଛାରେ ପୋଛିବାକୁ ଲାଗିଲେ।
สำรวจ ଯୋହନ 13:4-5
หน้าหลัก
พระคัมภีร์
แผนการอ่าน
วิดีโอ