ଯୋହନ 8:10-11

ଯୋହନ 8:10-11 ODCLBSI

ଯୀଶୁ ମୁଣ୍ଡ ଟେକି ତାକୁ ପଚାରିଲେ, “ସେମାନେ କାହାନ୍ତି? ତୁମକୁ ଦଣ୍ଡ ଦେବାକୁ ଜଣେ ହେଲେ ରହିଲେ ନାହିଁ?” “ନା, ପ୍ରଭୁ, କେହି ନାହାନ୍ତି”, ସେ ଉତ୍ତର ଦେଲା। ଯୀଶୁ ତାକୁ ଅଭୟ ଦେଇ କହିଲେ: “ମୁଁ ମଧ୍ୟ ତୁମକୁ ଦଣ୍ଡ ଦେବି ନାହିଁ। ଯାଅ, କିନ୍ତୁ ଆଉ ଥରେ ପାପ କର ନାହିଁ।”)

อ่าน ଯୋହନ 8