1
ଆଦି ପୁସ୍ତକ 9:12-13
ପବିତ୍ର ବାଇବଲ (Re-edited) - (BSI)
ପୁନଶ୍ଚ, ପରମେଶ୍ଵର କହିଲେ, ଆମ୍ଭେ ତୁମ୍ଭମାନଙ୍କ ସହିତ ଓ ତୁମ୍ଭମାନଙ୍କ ସଙ୍ଗୀ ସମସ୍ତ ପ୍ରାଣୀବର୍ଗ ସହିତ ପୁରୁଷାନୁକ୍ରମେ ଅନନ୍ତକାଳଯାଏ ଯେଉଁ ନିୟମ ସ୍ଥିର କଲୁ, ତହିଁର ଚିହ୍ନ ଏହି; ଆମ୍ଭେ ମେଘରେ ଆପଣା ଧନୁ ସ୍ଥାପନ କରୁଅଛୁ, ତାହା ପୃଥିବୀ ସହିତ ଆମ୍ଭ ନିୟମର ଚିହ୍ନ ହେବ।
Paghambingin
I-explore ଆଦି ପୁସ୍ତକ 9:12-13
2
ଆଦି ପୁସ୍ତକ 9:16
ପୁଣି ମେଘଧନୁ ହେଲେ, ଆମ୍ଭେ ତାହା ପ୍ରତି ଦୃଷ୍ଟିପାତ କରିବା, ତହିଁରେ ପୃଥିବୀସ୍ଥ ମାଂସବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ପରମେଶ୍ଵରଙ୍କର ଯେଉଁ ଅନନ୍ତକାଳସ୍ଥାୟୀ ନିୟମ ଅଛି, ତାହା ଆମ୍ଭେ ସ୍ମରଣ କରିବା।
I-explore ଆଦି ପୁସ୍ତକ 9:16
3
ଆଦି ପୁସ୍ତକ 9:6
ଯେ କେହି ମନୁଷ୍ୟର ରକ୍ତପାତ କରିବ, ମନୁଷ୍ୟ ଦ୍ଵାରା ତାହାର ରକ୍ତପାତ କରାଯିବ; ଯେହେତୁ ପରମେଶ୍ଵର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ନିର୍ମାଣ କରିଅଛନ୍ତି।
I-explore ଆଦି ପୁସ୍ତକ 9:6
4
ଆଦି ପୁସ୍ତକ 9:1
ଏଥିଉତ୍ତାରୁ ପରମେଶ୍ଵର ନୋହ ଓ ତାଙ୍କ ପୁତ୍ରମାନଙ୍କୁ ଆଶୀର୍ବାଦ କରି କହିଲେ,ତୁମ୍ଭେମାନେ ପ୍ରଜାବ; ଓ ବହୁବଂଶ ହୋଇ ପୃଥିବୀକି ପରିପୂର୍ଣ୍ଣ କର।
I-explore ଆଦି ପୁସ୍ତକ 9:1
5
ଆଦି ପୁସ୍ତକ 9:3
ପ୍ରତ୍ୟେକ ଗମନଶୀଳ ପ୍ରାଣୀ ତୁମ୍ଭମାନଙ୍କର ଖାଦ୍ୟ ହେବ, ଆମ୍ଭେ ହରିତ୍ ଶାକ ପରି ଏହି ସମସ୍ତ ତୁମ୍ଭମାନଙ୍କୁ ଦେଲୁ।
I-explore ଆଦି ପୁସ୍ତକ 9:3
6
ଆଦି ପୁସ୍ତକ 9:2
ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଓ ଉରୋଗାମୀ ଜନ୍ତୁ ଓ ସମୁଦ୍ରର ମତ୍ସ୍ୟ, ସମସ୍ତେ ତୁମ୍ଭମାନଙ୍କଠାରୁ ଭୀତ ଓ ଶଙ୍କାଯୁକ୍ତ ହେବେ; ସେହି ସମସ୍ତ ତୁମ୍ଭମାନଙ୍କ ହସ୍ତରେ ସମର୍ପିତ ଅଟନ୍ତି।
I-explore ଆଦି ପୁସ୍ତକ 9:2
7
ଆଦି ପୁସ୍ତକ 9:7
ତୁମ୍ଭେମାନେ ପ୍ରଜାବ; ଓ ବହୁବଂଶ ହୁଅ, ଆଉ ପୃଥିବୀକୁ ପରିପୂର୍ଣ୍ଣ କରି ବର୍ଦ୍ଧିଷ୍ଣୁ ହୁଅ।
I-explore ଆଦି ପୁସ୍ତକ 9:7
Home
Biblia
Mga Gabay
Mga Palabas