ପ୍ରେରିତ 3:7-8
ପ୍ରେରିତ 3:7-8 ODIAOV-BSI
ପୁଣି, ସେ ତାʼର ଡାହାଣ ହାତ ଧରି ତାକୁ ଉଠାଇଲେ; ସେଥିରେ ତତ୍କ୍ଷଣାତ୍ ତାʼର ପାଦ ଓ ଗୋଡ଼ର ଗଣ୍ଠିସବୁ ବଳ ପାଇଲା, ଆଉ ସେ କୁଦାମାରି ଠିଆ ହେଲା; ପୁଣି, ଚାଲିବାକୁ ଲାଗିଲା; ଆଉ, ସେ ଚାଲୁ ଚାଲୁ ଓ କୁଦା ମାରୁ ମାରୁ, ପୁଣି ଈଶ୍ଵରଙ୍କର ପ୍ରଶଂସା କରୁ କରୁ ସେମାନଙ୍କ ସହିତ ମନ୍ଦିରରେ ପ୍ରବେଶ କଲା।