ଲୂକ 18:19

ଲୂକ 18:19 ODIAOV-BSI

ସେଥିରେ ଯୀଶୁ ତାଙ୍କୁ କହିଲେ, ମୋତେ ସତ୍ ବୋଲି କାହିଁକି କହୁଅଛ? ଜଣଙ୍କ ବିନା, ଅର୍ଥାତ୍, ଈଶ୍ଵରଙ୍କ ବିନା ଅନ୍ୟ କେହି ସତ୍ ନୁହେଁ।