ମାଥିଉଲିଖିତ ସୁସମାଚାର 13:20-21
ମାଥିଉଲିଖିତ ସୁସମାଚାର 13:20-21 ODCLBSI
“ଯେଉଁମାନେ ବାର୍ତ୍ତା ଶଉଣଇବା ମାତ୍ରେ ଆଗ୍ରହରେ ଗ୍ରହଣ କରନ୍ତି, ତାହା ପଥୁରିଆ ସ୍ଥାନରେ ପଡ଼ିଥିବା ବୀଜପରି, ସେମାନଙ୍କ ମନର ଗହୀରକୁ ଯାଇ ନ ଥିବାରୁ ସେମାନେ ତାକୁ ବେଶୀ ସମୟ ଧରି ରଖି ପାରନ୍ତି ନାହିଁ। ଏହି ବାର୍ତ୍ତା ଲାଗି ଯେତେବେଳେ କଷ୍ଟ ସ ତାଡ଼ନା ଆସେ, ସେମାନେ ଶୀଘ୍ର ତାକୁ ପରିତ୍ୟାଗ କରନ୍ତି।