ମାଥିଉଲିଖିତ ସୁସମାଚାର 15:18-19
ମାଥିଉଲିଖିତ ସୁସମାଚାର 15:18-19 ODCLBSI
କିନ୍ତୁ ଯେଉଁସବୁ ବିଷୟ ତା’ ମୁହଁ ବାଟେ ବାହାରକୁ ଆସେ, ତାହା ତା’ର ହୃଦୟରୁ ଜାତ ହୋଇଥାଏ ଏବଂ ତଦ୍ୱାରା ସେ ଅପବିତ୍ର ହୁଏ; କାରଣ ତା’ ହୃଦୟରୁ ଜାତ ଅସତ୍ ଚିନ୍ତା ଦ୍ୱାରା ସେ ନରହତ୍ୟା, ବ୍ୟଭିଚାର, ଲଣ୍ଠନ, ମିଥ୍ୟା ଓ ପର କୁତ୍ସାରଟନା ପରି ନାନା ପ୍ରକାର ନୀତିହୀନ କାର୍ଯ୍ୟ କରିଥାଏ।