YouVersion Logo
تلاش

ମାଥିଉଲିଖିତ ସୁସମାଚାର 15:8-9

ମାଥିଉଲିଖିତ ସୁସମାଚାର 15:8-9 ODCLBSI

‘ଈଶ୍ୱର କହୁଛନ୍ତି, ଏହି ଲୋକମାନେ କେବଳ କଥାରେ ମୋତେ ସମ୍ମାନ ଦିଅନ୍ତି, କିନ୍ତୁ ସେମାନଙ୍କ ହୃଦୟ ମୋ’ଠାରୁ ବହୁତ ଦୂରରେ। ମୋତେ ସେମାନେ ଆରାଧନା କରିବା ନିରର୍ଥକ, କାରଣ ସେମାନେ ମଣିଷ ରାଢ଼ା ନିୟମକୁ, ମୋର ଆଜ୍ଞା ବୋଲି କହୁଛନ୍ତି’।”