YouVersion Logo
تلاش

ମାଥିଉଲିଖିତ ସୁସମାଚାର 16:18

ମାଥିଉଲିଖିତ ସୁସମାଚାର 16:18 ODCLBSI

“ସେଥିରେ ମୁଁ ତୁମକୁ କହୁଛି, ତୁମେ ପିତର ଅର୍ଥାତ୍ ପଥର। ଏହି ପଥର ମୂଳଦୁଆ ଉପରେ ମୁଁ ମୋର ଉପାସକ ମୁଣ୍ଡଳୀ ପ୍ରତିଷ୍ଠା କରିବି। ଏପରି କି ମୃତ୍ୟପରି କୌଣସି ଧ୍ୱଂସକାରୀ ଶକ୍ତି ତାକୁ ବିନଷ୍ଟ କରି ପାରିବ ନାହିଁ।