Uphawu lweYouVersion
IBhayibhileIzicwangcisoIividiyo
Fumana i-app
Isikhethi Solwimi
Khetha Uphawu

Iivesi zeBhayibhile ezithandwayo ezisuka ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4

1

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:7

ଓଡିଆ ବାଇବେଲ

ORYIRV

ସତ୍କର୍ମ କଲେ, କି ତୁମ୍ଭେ ଉର୍ଦ୍ଧ୍ୱମୁଖ ହେବ ନାହିଁ ? ସତ୍କର୍ମ ନ କଲେ, ପାପ ଦ୍ୱାରରେ ଛକିଥାଏ; ତୁମ୍ଭ ପ୍ରତି ତାହାର ବାସନା ରହିବ, ମାତ୍ର ତୁମ୍ଭେ ତାହା ଉପରେ କର୍ତ୍ତୃତ୍ୱ କରିବା ଉଚିତ।”

Thelekisa

Phonononga ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:7

2

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:26

ଓଡିଆ ବାଇବେଲ

ORYIRV

ତହୁଁ ଶେଥର ମଧ୍ୟ ଏକ ପୁତ୍ର ଜନ୍ମିଲା; ଆଉ ସେ ତାହାର ନାମ ଈନୋଶ ଦେଲା। ଏହି ସମୟରେ ମନୁଷ୍ୟମାନେ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବାକୁ ଲାଗିଲେ।

Thelekisa

Phonononga ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:26

3

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:9

ଓଡିଆ ବାଇବେଲ

ORYIRV

ଏଥିଉତ୍ତାରେ ସଦାପ୍ରଭୁ କୟିନଙ୍କୁ ପଚାରିଲେ, “ତୁମ୍ଭ ଭାଇ ହେବଲ କେଉଁଠାରେ ?” ସେ କହିଲେ, “ମୁଁ ଜାଣେ ନାହିଁ, ମୁଁ କ’ଣ ମୋ’ ଭାଇର ରକ୍ଷକ ?”

Thelekisa

Phonononga ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:9

4

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:10

ଓଡିଆ ବାଇବେଲ

ORYIRV

ସେ କହିଲେ, “ତୁମ୍ଭେ କଅଣ କରିଅଛ ? ତୁମ୍ଭ ଭାଇର ରକ୍ତ ଭୂମିରୁ ଆମ୍ଭ ପ୍ରତି ଡାକ ପକାଉଅଛି।

Thelekisa

Phonononga ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:10

5

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:15

ଓଡିଆ ବାଇବେଲ

ORYIRV

ଆଉ ସଦାପ୍ରଭୁ ତାଙ୍କୁ କହିଲେ, “ଏହେତୁ କେହି କୟିନଙ୍କୁ ବଧ କଲେ, ତାହାର ସାତଗୁଣ ଦଣ୍ଡ ହେବ।” ପୁଣି, କେହି ତାଙ୍କୁ ଦେଖି ଯେପରି ବଧ ନ କରଇ, ଏଥିପାଇଁ ସଦାପ୍ରଭୁ କୟିନଙ୍କ ନିମନ୍ତେ ଏକ ଚିହ୍ନ ନିରୂପଣ କଲେ।

Thelekisa

Phonononga ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:15

Isahluko esidlulileyo
Isahluko Esilandelayo
I-YouVersion

Inkuthazo nomceli mngeni wokufuna usondelelwano noThixo, yonke imihla.

Inkonzo

Malunga

Imisebenzi

Volontiya

Ibhlogi

Cinezela

Amakhonco aluncedo

Uncedo

Nikela

Iinguqulelo zeBhayibhile

IiBhayibhile ezirekhodiweyo

Iilwimi zeBhayibhile

Ivesi yoLusuku


Inkonzo edijithali ka

Life.Church
English (US)

©2025 Life.Church / YouVersion

Umgaqo-Nkqubo WezabucalaImigaqo
Isibhengezo zokubasemngciphekweni
uFacebookTwitterInstagramYouTubePinterest

Ekuqaleni

IBhayibhile

Izicwangciso

Iividiyo