YouVersion 标志
圣经计划视频
获取软件
选择语言
搜索图标

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1 的热门经文

1

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:26-27

ଓଡିଆ ବାଇବେଲ

ORYIRV

ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆମ୍ଭେମାନେ ଆପଣା ପ୍ରତିମୂର୍ତ୍ତିରେ ଓ ଆପଣା ସାଦୃଶ୍ୟରେ ମନୁଷ୍ୟକୁ ନିର୍ମାଣ କରୁ। ସେମାନେ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ପଶୁଗଣ ଓ ସମସ୍ତ ପୃଥିବୀ ଓ ଭୂମିରେ ଗମନଶୀଳ ସବୁ ଉରୋଗାମୀ ଜନ୍ତୁ ଉପରେ କର୍ତ୍ତୃତ୍ୱ କରିବେ।” ଏଥିଉତ୍ତାରେ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ସୃଷ୍ଟି କଲେ; ପରମେଶ୍ୱରଙ୍କ ପ୍ରତିମୂର୍ତ୍ତିରେ ସେ ତାହାକୁ ସୃଷ୍ଟି କଲେ; ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ।

对照

探索 ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:26-27

2

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:28

ଓଡିଆ ବାଇବେଲ

ORYIRV

ଆଉ ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କଲେ; ପୁଣି, ପରମେଶ୍ୱର ସେମାନଙ୍କୁ କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୁଅ, ପୁଣି, ପୃଥିବୀକୁ ପରିପୂର୍ଣ୍ଣ କରି ବଶୀଭୂତ କର, ଆଉ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ଭୂଚର ଉରୋଗାମୀ ଜନ୍ତୁଗଣ ଉପରେ କର୍ତ୍ତୃତ୍ଵ କର।”

对照

探索 ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:28

3

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:1

ଓଡିଆ ବାଇବେଲ

ORYIRV

ଆଦ୍ୟରେ ପରମେଶ୍ୱର ସ୍ୱର୍ଗସମୂହ ଓ ପୃଥିବୀକୁ ସୃଷ୍ଟି କଲେ।

对照

探索 ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:1

4

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:2

ଓଡିଆ ବାଇବେଲ

ORYIRV

ପୃଥିବୀ ନିର୍ଜ୍ଜନ ଓ ଶୂନ୍ୟ ଥିଲା, ଆଉ ଗଭୀର ଜଳ ଉପରେ ଅନ୍ଧକାର ଥିଲା; ପୁଣି, ପରମେଶ୍ୱରଙ୍କ ଆତ୍ମା ଜଳ ଉପରେ ବ୍ୟାପ୍ତ ଥିଲେ।

对照

探索 ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:2

5

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:3

ଓଡିଆ ବାଇବେଲ

ORYIRV

ଏଥିଉତ୍ତାରେ ପରମେଶ୍ୱର କହିଲେ, “ଦୀପ୍ତି ହେଉ,” ତହିଁରେ ଦୀପ୍ତି ହେଲା।

对照

探索 ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:3

6

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:31

ଓଡିଆ ବାଇବେଲ

ORYIRV

ପରମେଶ୍ୱର ଆପଣା ନିର୍ମିତ ପ୍ରତ୍ୟେକ ବସ୍ତୁ ପ୍ରତି ଦୃଷ୍ଟି କଲେ, ଆଉ ଦେଖ, ସମସ୍ତ ଅତ୍ୟୁତ୍ତମ ହେଲା। ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଷଷ୍ଠ ଦିବସ ହେଲା।

对照

探索 ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:31

7

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:4

ଓଡିଆ ବାଇବେଲ

ORYIRV

ଆଉ ପରମେଶ୍ୱର ଦୀପ୍ତିକୁ ଦେଖିଲେ ଯେ ତାହା ଉତ୍ତମ; ତହୁଁ ପରମେଶ୍ୱର ଅନ୍ଧକାରରୁ ଦୀପ୍ତିକୁ ଭିନ୍ନ କଲେ।

对照

探索 ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:4

8

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:29

ଓଡିଆ ବାଇବେଲ

ORYIRV

ପରମେଶ୍ୱର ଆହୁରି କହିଲେ, “ଦେଖ, ଆମ୍ଭେ ଭୂମିସ୍ଥ ସବୁ ସବୀଜ ଶାକ ଓ ସବୁ ସବୀଜ ଫଳଦାୟକ ବୃକ୍ଷ ତୁମ୍ଭମାନଙ୍କୁ ଦେଲୁ, ତାହା ତୁମ୍ଭମାନଙ୍କର ଖାଦ୍ୟ ହେବ।

对照

探索 ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:29

9

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:5

ଓଡିଆ ବାଇବେଲ

ORYIRV

ପୁଣି, ପରମେଶ୍ୱର ଦୀପ୍ତିର ନାମ ଦିବସ ଓ ଅନ୍ଧକାରର ନାମ ରାତ୍ରି ଦେଲେ। ତହୁଁ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ପ୍ରଥମ ଦିବସ ହେଲା।

对照

探索 ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:5

10

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:6

ଓଡିଆ ବାଇବେଲ

ORYIRV

ଏଥିଉତ୍ତାରେ ପରମେଶ୍ୱର କହିଲେ, “ଜଳ ମଧ୍ୟରେ ଶୂନ୍ୟ ଜାତ ହୋଇ ଜଳକୁ ଦୁଇ ଭାଗରେ ଭିନ୍ନ କରୁ।”

对照

探索 ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:6

11

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:30

ଓଡିଆ ବାଇବେଲ

ORYIRV

ପୁଣି, ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଉରୋଗାମୀ ଜନ୍ତୁ, ଏହି ସମସ୍ତ ପ୍ରାଣୀଙ୍କ ଭକ୍ଷ୍ୟ ନିମନ୍ତେ ଆମ୍ଭେ ସବୁ ହରିତ୍ ଶାକ ଦେଲୁ,” ତହିଁରେ ସେହିପରି ହେଲା।

对照

探索 ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:30

12

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:14

ଓଡିଆ ବାଇବେଲ

ORYIRV

ଏଥିଉତ୍ତାରେ ପରମେଶ୍ୱର କହିଲେ, “ରାତ୍ରିରୁ ଦିବସକୁ ପୃଥକ୍‍ କରିବା ନିମନ୍ତେ ଆକାଶମଣ୍ଡଳରେ ଜ୍ୟୋତିର୍ଗଣ ଉତ୍ପନ୍ନ ହେଉନ୍ତୁ; ପୁଣି, ସେ ସବୁ ଚିହ୍ନ ଓ ଋତୁ ଓ ଦିବସ ଆଉ ବର୍ଷର କାରଣ ହେଉନ୍ତୁ।

对照

探索 ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:14

13

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:11

ଓଡିଆ ବାଇବେଲ

ORYIRV

ଏଉତ୍ତାରୁ ପରମେଶ୍ୱର କହିଲେ, “ପୃଥିବୀ ତୃଣ ଓ ସବୀଜ ଶାକ ଓ ବୀଜ ସମ୍ବଳିତ ସ୍ୱ ସ୍ୱ ଜାତି ଅନୁଯାୟୀ ଫଳୋତ୍ପାଦକ ଫଳବୃକ୍ଷ ଭୂମି ଉପରେ ଉତ୍ପନ୍ନ କରୁ,” ତହିଁରେ ସେପରି ହେଲା।

对照

探索 ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:11

14

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:7

ଓଡିଆ ବାଇବେଲ

ORYIRV

ଏହିରୂପେ ପରମେଶ୍ୱର ଶୂନ୍ୟ ନିର୍ମାଣ କରି ଶୂନ୍ୟର ଊର୍ଦ୍ଧ୍ୱସ୍ଥ ଜଳରୁ ଶୂନ୍ୟର ଅଧଃସ୍ଥ ଜଳକୁ ଭିନ୍ନ କଲେ; ତହିଁରେ ସେହିରୂପ ହେଲା।

对照

探索 ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:7

15

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:12

ଓଡିଆ ବାଇବେଲ

ORYIRV

ଅର୍ଥାତ୍‍, ପୃଥିବୀ ତୃଣ ଓ ସ୍ୱ ସ୍ୱ ଜାତି ଅନୁସାରେ ବୀଜଉତ୍ପାଦକ ଶାକ ଓ ସ୍ୱ ସ୍ୱ ଜାତି ଅନୁସାରେ ସବୀଜ ଫଳୋତ୍ପାଦକ ବୃକ୍ଷ ଉତ୍ପନ୍ନ କଲା; ପୁଣି, ପରମେଶ୍ୱର ତାହା ଉତ୍ତମ ଦେଖିଲେ।

对照

探索 ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:12

16

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:16

ଓଡିଆ ବାଇବେଲ

ORYIRV

ଏହି ପ୍ରକାରେ ପରମେଶ୍ୱର ଦିବସରେ କର୍ତ୍ତୃତ୍ଵ କରିବାକୁ ଏକ ମହାଜ୍ୟୋତି ଓ ରାତ୍ରିରେ କର୍ତ୍ତୃତ୍ଵ କରିବାକୁ ତାହାଠାରୁ ସାନ ଏକ ଜ୍ୟୋତି, ଏହି ଦୁଇ ମହାଜ୍ୟୋତି, ଆଉ ମଧ୍ୟ ତାରାଗଣ ନିର୍ମାଣ କଲେ।

对照

探索 ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:16

17

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:9-10

ଓଡିଆ ବାଇବେଲ

ORYIRV

ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆକାଶମଣ୍ଡଳର ଅଧଃସ୍ଥ ସମଗ୍ର ଜଳ ଏକ ସ୍ଥାନରେ ସଂଗୃହୀତ ହେଉ ଓ ସ୍ଥଳ ପ୍ରକାଶ ହେଉ,” ତହିଁରେ ସେହିରୂପ ହେଲା। ପୁଣି, ପରମେଶ୍ୱର ସ୍ଥଳର ନାମ ପୃଥିବୀ ଓ ଜଳରାଶିର ନାମ ସମୁଦ୍ର ଦେଲେ; ଆଉ ପରମେଶ୍ୱର ତାହା ଉତ୍ତମ ଦେଖିଲେ।

对照

探索 ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:9-10

18

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:22

ଓଡିଆ ବାଇବେଲ

ORYIRV

ପୁଣି, ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କରି କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୋଇ ସମୁଦ୍ରର ଜଳ ପରିପୂର୍ଣ୍ଣ କର, ଆଉ ପୃଥିବୀରେ ପକ୍ଷୀଗଣ ବହୁସଂଖ୍ୟକ ହେଉନ୍ତୁ।”

对照

探索 ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:22

19

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:24

ଓଡିଆ ବାଇବେଲ

ORYIRV

ଏଥିଉତ୍ତାରେ ପରମେଶ୍ୱର କହିଲେ, “ପୃଥିବୀରେ ସ୍ୱ ସ୍ୱ ଜାତି ଅନୁସାରେ ପ୍ରାଣୀବର୍ଗ, (ଅର୍ଥାତ୍‍), ଗ୍ରାମ୍ୟପଶୁ ଓ ଉରୋଗାମୀ ଜନ୍ତୁ ଓ ସ୍ୱ ସ୍ୱ ଜାତି ଅନୁସାରେ ପୃଥିବୀର ବନ୍ୟପଶୁଗଣ ଉତ୍ପନ୍ନ ହେଉନ୍ତୁ,” ତହିଁରେ ସେପରି ହେଲା।

对照

探索 ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:24

20

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:20

ଓଡିଆ ବାଇବେଲ

ORYIRV

ଏଥିଉତ୍ତାରେ ପରମେଶ୍ୱର କହିଲେ, “ଜଳ ବହୁଳ ରୂପେ ଜଙ୍ଗମ ପ୍ରାଣୀବର୍ଗରେ ପ୍ରାଣୀମୟ ହେଉ ଓ ପୃଥିବୀର ଉପରିସ୍ଥ ଆକାଶମଣ୍ଡଳରେ ପକ୍ଷୀଗଣ ଉଡ଼ନ୍ତୁ।”

对照

探索 ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:20

21

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:25

ଓଡିଆ ବାଇବେଲ

ORYIRV

ଏହି ରୂପେ ପରମେଶ୍ୱର ସ୍ୱ ସ୍ୱ ଜାତି ଅନୁଯାୟୀ ବନ୍ୟପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟୀ ଗ୍ରାମ୍ୟପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟୀ ପ୍ରତ୍ୟେକ ଭୂଚର ଉରୋଗାମୀ ଜନ୍ତୁ ନିର୍ମାଣ କଲେ; ଆଉ ପରମେଶ୍ୱର ସେ ସମସ୍ତ ଉତ୍ତମ ଦେଖିଲେ।

对照

探索 ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:25

下一章
YouVersion

我们要鼓励、挑战你每天亲近上帝。

事工

关于我们

就职机会

义工

博客

新闻区

有用链接

帮助

捐赠

圣经译本

音频圣经

译本语言

今日经文


此数字事工属于

Life.Church
English (US)

©2025 Life.Church / YouVersion

隐私政策使用条款
漏洞披露方案
FacebookTwitterInstagramYouTubePinterest

主页

圣经

计划

视频