YouVersion 标志
圣经计划视频
获取软件
选择语言
搜索图标

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4 的热门经文

1

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:7

ଓଡିଆ ବାଇବେଲ

ସତ୍କର୍ମ କଲେ, କି ତୁମ୍ଭେ ଉର୍ଦ୍ଧ୍ୱମୁଖ ହେବ ନାହିଁ ? ସତ୍କର୍ମ ନ କଲେ, ପାପ ଦ୍ୱାରରେ ଛକିଥାଏ; ତୁମ୍ଭ ପ୍ରତି ତାହାର ବାସନା ରହିବ, ମାତ୍ର ତୁମ୍ଭେ ତାହା ଉପରେ କର୍ତ୍ତୃତ୍ୱ କରିବା ଉଚିତ।”

对照

探索 ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:7

2

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:26

ଓଡିଆ ବାଇବେଲ

ତହୁଁ ଶେଥର ମଧ୍ୟ ଏକ ପୁତ୍ର ଜନ୍ମିଲା; ଆଉ ସେ ତାହାର ନାମ ଈନୋଶ ଦେଲା। ଏହି ସମୟରେ ମନୁଷ୍ୟମାନେ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବାକୁ ଲାଗିଲେ।

对照

探索 ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:26

3

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:9

ଓଡିଆ ବାଇବେଲ

ଏଥିଉତ୍ତାରେ ସଦାପ୍ରଭୁ କୟିନଙ୍କୁ ପଚାରିଲେ, “ତୁମ୍ଭ ଭାଇ ହେବଲ କେଉଁଠାରେ ?” ସେ କହିଲେ, “ମୁଁ ଜାଣେ ନାହିଁ, ମୁଁ କ’ଣ ମୋ’ ଭାଇର ରକ୍ଷକ ?”

对照

探索 ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:9

4

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:10

ଓଡିଆ ବାଇବେଲ

ସେ କହିଲେ, “ତୁମ୍ଭେ କଅଣ କରିଅଛ ? ତୁମ୍ଭ ଭାଇର ରକ୍ତ ଭୂମିରୁ ଆମ୍ଭ ପ୍ରତି ଡାକ ପକାଉଅଛି।

对照

探索 ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:10

5

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:15

ଓଡିଆ ବାଇବେଲ

ଆଉ ସଦାପ୍ରଭୁ ତାଙ୍କୁ କହିଲେ, “ଏହେତୁ କେହି କୟିନଙ୍କୁ ବଧ କଲେ, ତାହାର ସାତଗୁଣ ଦଣ୍ଡ ହେବ।” ପୁଣି, କେହି ତାଙ୍କୁ ଦେଖି ଯେପରି ବଧ ନ କରଇ, ଏଥିପାଇଁ ସଦାପ୍ରଭୁ କୟିନଙ୍କ ନିମନ୍ତେ ଏକ ଚିହ୍ନ ନିରୂପଣ କଲେ।

对照

探索 ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:15

上一章
下一章
YouVersion

我们要鼓励、挑战你每天亲近上帝。

事工

关于我们

就职机会

义工

博客

新闻区

有用链接

帮助

捐赠

圣经译本

音频圣经

译本语言

今日经文


此数字事工属于

Life.Church
English (US)

©2025 Life.Church / YouVersion

隐私政策使用条款
漏洞披露方案
FacebookTwitterInstagramYouTubePinterest

主页

圣经

计划

视频