YouVersion 標誌
聖經計劃影片
現在就下載
語言選擇器
搜尋圖標

熱門經文出自 ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4

1

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:7

ଓଡିଆ ବାଇବେଲ

ORYIRV

ସତ୍କର୍ମ କଲେ, କି ତୁମ୍ଭେ ଉର୍ଦ୍ଧ୍ୱମୁଖ ହେବ ନାହିଁ ? ସତ୍କର୍ମ ନ କଲେ, ପାପ ଦ୍ୱାରରେ ଛକିଥାଏ; ତୁମ୍ଭ ପ୍ରତି ତାହାର ବାସନା ରହିବ, ମାତ୍ର ତୁମ୍ଭେ ତାହା ଉପରେ କର୍ତ୍ତୃତ୍ୱ କରିବା ଉଚିତ।”

對照

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:7 探索

2

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:26

ଓଡିଆ ବାଇବେଲ

ORYIRV

ତହୁଁ ଶେଥର ମଧ୍ୟ ଏକ ପୁତ୍ର ଜନ୍ମିଲା; ଆଉ ସେ ତାହାର ନାମ ଈନୋଶ ଦେଲା। ଏହି ସମୟରେ ମନୁଷ୍ୟମାନେ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବାକୁ ଲାଗିଲେ।

對照

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:26 探索

3

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:9

ଓଡିଆ ବାଇବେଲ

ORYIRV

ଏଥିଉତ୍ତାରେ ସଦାପ୍ରଭୁ କୟିନଙ୍କୁ ପଚାରିଲେ, “ତୁମ୍ଭ ଭାଇ ହେବଲ କେଉଁଠାରେ ?” ସେ କହିଲେ, “ମୁଁ ଜାଣେ ନାହିଁ, ମୁଁ କ’ଣ ମୋ’ ଭାଇର ରକ୍ଷକ ?”

對照

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:9 探索

4

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:10

ଓଡିଆ ବାଇବେଲ

ORYIRV

ସେ କହିଲେ, “ତୁମ୍ଭେ କଅଣ କରିଅଛ ? ତୁମ୍ଭ ଭାଇର ରକ୍ତ ଭୂମିରୁ ଆମ୍ଭ ପ୍ରତି ଡାକ ପକାଉଅଛି।

對照

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:10 探索

5

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:15

ଓଡିଆ ବାଇବେଲ

ORYIRV

ଆଉ ସଦାପ୍ରଭୁ ତାଙ୍କୁ କହିଲେ, “ଏହେତୁ କେହି କୟିନଙ୍କୁ ବଧ କଲେ, ତାହାର ସାତଗୁଣ ଦଣ୍ଡ ହେବ।” ପୁଣି, କେହି ତାଙ୍କୁ ଦେଖି ଯେପରି ବଧ ନ କରଇ, ଏଥିପାଇଁ ସଦାପ୍ରଭୁ କୟିନଙ୍କ ନିମନ୍ତେ ଏକ ଚିହ୍ନ ନିରୂପଣ କଲେ।

對照

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:15 探索

上一章
下一章
YouVersion

每天鼓勵和挑戰你尋求與上帝的親密關係。

事工

關於

事業

義工

網誌

新聞

有用的連結

幫助

捐贈

聖經譯本

有聲聖經

聖經譯本語言

今日經文


此數字事工屬予

Life.Church
English (US)

©2025 Life.Church / YouVersion

私隱政策使用條款
漏洞披露計劃
FacebookTwitterInstagramYouTubePinterest

主頁

聖經

計劃

影片