YouVersion 標誌
聖經計劃影片
現在就下載
語言選擇器
搜尋圖標

熱門經文出自 ମାଥିଉଲିଖିତ ସୁସମାଚାର 8

1

ମାଥିଉଲିଖିତ ସୁସମାଚାର 8:26

ପବିତ୍ର ବାଇବଲ (CL) NT (BSI)

ODCLBSI

ଯୀଶୁ ଉତ୍ତର ଦେଲେ, “କାହିଁକି ଏଡ଼େ ଭୟଭୀତ ହେଉଛ? ତୁମେ ସବୁ କ’ଣ ଏଡ଼େ ଅଳ୍ପ ବିଶ୍ୱାସୀ?” ତା’ପରେ ସେ ଉଠି ପବନ ଓ ଲହରୀକୁ ସୁସ୍ଥିର ହେବା ପାଇଁ ଆଦେଶ ଦେଲେ। ସଙ୍ଗେ ସଙ୍ଗେ ସବୁ ଶାନ୍ତ ହୋଇଗଲା।

對照

ମାଥିଉଲିଖିତ ସୁସମାଚାର 8:26 探索

2

ମାଥିଉଲିଖିତ ସୁସମାଚାର 8:8

ପବିତ୍ର ବାଇବଲ (CL) NT (BSI)

ODCLBSI

ସେନାପତି କହିଲା, “ନା, ପ୍ରଭୁ, ଆପଣ ମୋ’ ଘରକୁ ଆସିବେ, ମୁଁ ଏହାର ଯୋଗ୍ୟ ନୁହେଁ। ଆପଣ କେବଳ ପଦଟିଏ କହି ଦିଅନ୍ତୁ, ମୋ’ କର୍ମଚାରୀ ଭଲ ହୋଇଯିବ।

對照

ମାଥିଉଲିଖିତ ସୁସମାଚାର 8:8 探索

3

ମାଥିଉଲିଖିତ ସୁସମାଚାର 8:10

ପବିତ୍ର ବାଇବଲ (CL) NT (BSI)

ODCLBSI

ଯୀଶୁ ଏହା ଶୁଣି ଆଶ୍ଚଯ୍ୟ ହେଲେ ଓ ତାଙ୍କ ଅନୁସରଣକାରୀମାନଙ୍କୁ କହିଲେ, “ମୁଁ ସତ କହୁଛି, ଇଶ୍ରାୟେଲର କୌଣସି ଲୋକଠାରେ ଏ ଲୋକ ପରି ବିଶ୍ୱାସ ମୁଁ ଦେଖି ନାହିଁ।

對照

ମାଥିଉଲିଖିତ ସୁସମାଚାର 8:10 探索

4

ମାଥିଉଲିଖିତ ସୁସମାଚାର 8:13

ପବିତ୍ର ବାଇବଲ (CL) NT (BSI)

ODCLBSI

ଯୀଶୁ ସେନାପତିଙ୍କୁ କହିଲେ, “ଘରକୁ ଯାଅ। ତୁମେ ଯାହା ବିଶ୍ୱାସ କରୁଛ, ତାହାହିଁ ଘଟିବ।” ଠିକ୍ ସେହି ସମୟରେ ସେନାପତିଙଙ୍କର କର୍ମଚାରୀଟି ସୁସ୍ଥ ହେଇଗଲା।

對照

ମାଥିଉଲିଖିତ ସୁସମାଚାର 8:13 探索

5

ମାଥିଉଲିଖିତ ସୁସମାଚାର 8:27

ପବିତ୍ର ବାଇବଲ (CL) NT (BSI)

ODCLBSI

ଏଥିରେ ସମସ୍ତେ ବିସ୍ମିତ ହେଲେ। ସେମାନେ ପରସ୍ପର କଥାବାର୍ତ୍ତା ହେଲେ “ଏ କିପରି ଲୋକ? ପବନ ଓ ଲହରୀ ମଧ୍ୟ ତାଙ୍କ ଆଦେଶ ମାନୁଛନ୍ତି।”

對照

ମାଥିଉଲିଖିତ ସୁସମାଚାର 8:27 探索

上一章
下一章
YouVersion

每天鼓勵和挑戰你尋求與上帝的親密關係。

事工

關於

事業

義工

網誌

新聞

有用的連結

幫助

捐贈

聖經譯本

有聲聖經

聖經譯本語言

今日經文


此數字事工屬予

Life.Church
English (US)

©2025 Life.Church / YouVersion

私隱政策使用條款
漏洞披露計劃
FacebookTwitterInstagramYouTubePinterest

主頁

聖經

計劃

影片