ଯୋହନ 9:2-3
ଯୋହନ 9:2-3 ODIAOV-BSI
ଆଉ, ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ପଚାରିଲେ, ହେ ଗୁରୁ, କିଏ ପାପ କରିବାରୁ ଏ ଅନ୍ଧ ହୋଇ ଜନ୍ମ ହେଲା? ନିଜେ ନା ଏହାର ବାପମା? ଯୀଶୁ ଉତ୍ତର ଦେଲେ, ଏ କିମ୍ଵା ଏହାର ବାପମା ପାପ କଲେ ନାହିଁ, କିନ୍ତୁ ଈଶ୍ଵରଙ୍କ କର୍ମ ଯେପରି ଏହାଠାରେ ପ୍ରକାଶିତ ହୁଏ, ଏନିମନ୍ତେ ଏହା ଘଟିଅଛି।