YouVersion 標識
搜索圖示

ଆଦି ପୁସ୍ତକ 14:18-19

ଆଦି ପୁସ୍ତକ 14:18-19 ODIAOV-BSI

ପୁଣି ଶାଲମର ରାଜା ମଲ୍‍କୀଷେଦକ ରୋଟୀ ଓ ଦ୍ରାକ୍ଷାରସ ଘେନି ଆସିଲେ; ସେ ସର୍ବୋପରିସ୍ଥ ପରମେଶ୍ଵରଙ୍କର ଯାଜକ; ସେ ଅବ୍ରାମଙ୍କୁ ଆଶୀର୍ବାଦ କରି କହିଲେ, ଅବ୍ରାମ ସ୍ଵର୍ଗ ଓ ପୃଥିବୀର ଅଧିକାରୀ ସର୍ବୋପରିସ୍ଥ ପରମେଶ୍ଵରଙ୍କର ଆଶୀର୍ବାଦପାତ୍ର ହେଉନ୍ତୁ

ଆଦି ପୁସ୍ତକ 14:18-19 的視訊