YouVersion 標識
搜索圖示

ଯୋହନ 2:7-8

ଯୋହନ 2:7-8 OERV

ଯୀଶୁ ସେବକମାନଙ୍କୁ କହିଲେ, “ସେହି ଜଳକୁଣ୍ଡରେ ପାଣି ଭର୍ତ୍ତି କର।” ତେଣୁ ସେବକମାନେ ଜଳକୁଣ୍ଡରେ ପାଣି ଭର୍ତ୍ତି କରିଦେଲେ। ତା'ପରେ ଯୀଶୁ ସେବକମାନଙ୍କୁ କହିଲେ, “ବର୍ତ୍ତମାନ ସେଥିରୁ କିଛି ପାଣି କାଢ଼ି ନେଇ ଭୋଜିକର୍ତ୍ତାଙ୍କ ପାଖକୁ ଯାଅ।” ସେଥିରେ ସେମାନେ ସେହି ପାଣି ନେଇ ତାହାଙ୍କ ପାଖରେ ପହଞ୍ଚିଲେ।